Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବେ ବିଜେପି ନେତା ଜଗନ୍ନାଥ ପ୍ରଧାନ
ଭୁବନେଶ୍ୱର,୨୭-୦୮-୨୪ (ପିପିଏସ) : ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଭରିଥିବା ବିଜେପି ନେତା ଜଗନ୍ନାଥ ପ୍ରଧାନ ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବେ। ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବା ନେଇ ସୂଚନା ଦେଇଛନ୍ତି ଜଗନ୍ନାଥ ।
ଅଗଷ୍ଟ ୨୧ ତାରିଖରେ ରାଜ୍ୟସଭା ଉପନିର୍ବାଚନ!-->!-->!-->…
ଡିସେମ୍ବର ସୁଦ୍ଧା ସବୁ ଖାଲି ପଡ଼ିଥିବା ପଦବୀ ପୂରଣ ପାଇଁ ବିଜ୍ଞାପନ : ଆସନ୍ତା ମାସରୁ ନିଯୁକ୍ତି ମେଳା
ଭୁବନେଶ୍ବର,୨୬-୦୮-୨୪ (ପିପିଏସ) : ରାଜ୍ୟରେ ଖାଲି ପଡ଼ିଥିବା ସରକାରୀ ପଦବୀଗୁଡ଼ିକୁ ପୂରଣ କରିବା ପାଇଁ ମୋହନ ମାଝୀଙ୍କ ନେତୃତ୍ୱାଧୀନ ସରକାର ଏବେ ପୁରା ଆକ୍ସନ ମୁଡ୍କୁ ଆସିଛନ୍ତି । ରାଜ୍ୟରେ ମୋଟ ମଞ୍ଜୁରୀପ୍ରାପ୍ତ ୩ଲକ୍ଷ ୯୯ହଜାର ୬୬୬ଟି ମୂଳ ପଦବୀ ମଧ୍ୟରୁ ଖାଲିପଡ଼ିଥିବା ୧ଲକ୍ଷ ୩୨ହଜାର!-->…
ଜନ୍ମାଷ୍ଟମୀର କେନ୍ଦ୍ରମନ୍ତ୍ରୀଙ୍କ ଉପହାର : ଅନୁଗୁଳ ଜିଲ୍ଲା ଆଠମଲ୍ଲିକରେ ୧୦ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ ଓ…
ଅନୁଗୁଳ/ଭୁବନେଶ୍ବର,୨୬ -୦୮-୨୪ (ପିପିଏସ) : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଜନ୍ମାଷ୍ଟମୀର ପବିତ୍ର ଅବସରରେ ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ବନମାଳିପୁର ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ନୂତନ ଭବନ ଏବଂ ଛାତ୍ରୀନିବାସର ଉଦଘାଟନ ସହ ଶିକ୍ଷା, ସ୍ୱାସ୍ଥ୍ୟ ଓ!-->…
ବିଜେପି ସଦସ୍ୟତା ଅଭିଯାନ କର୍ମଶାଳା : ଯୋଗଦେଲେ ସାଂସଦ ଭର୍ତ୍ତୃହରି ମହତାବ
କଟକ, ୨୬ -୦୮-୨୪ (ପିପିଏସ) : କଟକ ଜିଲ୍ଲା ବିଜେପି ସଦସ୍ୟତା ଅଭିଯାନ କର୍ମଶାଳା ଆଜି କଟକ ସଦର ଜରିପଡ଼ା ସ୍ଥିତ ଡିଭାଇନ୍ ପ୍ୟାଲେସ ଠାରେ ବିଜେପି ଜିଲ୍ଲା ସଭାପତି ରାମନାରାୟଣ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ କଟକ ଲୋକସଭା ସାଂସଦ ଭର୍ତ୍ତୃହରି ମହତାବ ମୁଖ୍ୟ ଅତିଥି!-->…
ସରକାରୀ ଯାନ ଚାଳନା ତାଲିମ କେନ୍ଦ୍ର ବୃଦ୍ଧି ହେବ:ପରିବହନ ମନ୍ତ୍ରୀ
ବ୍ରହ୍ମପୁର/ଭୁବନେଶ୍ୱର/୨୫-୦୮-୨୪ (ପିପିଏସ): ଗଞ୍ଜାମ ଜିଲା ବ୍ରହ୍ମପୁରରେ ଥିବା ସରକାରୀ ଯାନଚାଳନା ପ୍ରଶିକ୍ଷଣ କେନ୍ଦ୍ର ପ୍ରଥମ ବର୍ଷ ପୂରା କରିଛି। ଏହି ଅବସରରେ ପାଲୁର ହିଲ୍ସ ସ୍ଥିତ ତାଲିମ ପ୍ରତିଷ୍ଠାନରେ ଆୟୋଜିତ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ!-->…
ଇସ୍ରାଏଲକୁ ଇରାନର ଧମକ:ଚାଲିବ ଲମ୍ବା ଯୁଦ୍ଧ
ତେହେରାନ/ଭୁବନେଶ୍ବର,୨୫-୦୮-୨୪ (ପିପିଏସ): ଇସ୍ରାଏଲ ଓ ଲେବାନନର ଉଗ୍ରବାଦୀ ସଙ୍ଗଠନ ହିଜବୁଲ୍ଲା ମଧ୍ୟରେ ଲଢେଇକୁ ନେଇ ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନି ଏକ ବଡ଼ ବୟାନ ଦେଇଛନ୍ତି। ଆୟାତୋଲ୍ଲା ଖାମେନି କହିଛନ୍ତି ଯେ ଏହା ଏକ କେବେ ଶେଷ ନ ହେଉଥିବା ଯୁଦ୍ଧ। ଅର୍ଥାତ ଲମ୍ବା ସମୟ!-->…
ସେପ୍ଟେମ୍ବରରେ ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ସୁଭଦ୍ରା ଯୋଜନା କରିବେ ଉଦ୍ଘାଟନ : ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ବର,୨୫-୦୮-୨୪ (ପିପିଏସ) : ସେପ୍ଟେମ୍ବରରେ ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡ଼ିଶାରେ ଆସି ସୁଭଦ୍ରା ଯୋଜନା କରିବେ ଉଦ୍ଘାଟନ। ମହିଳାଙ୍କ ଆକାଉଣ୍ଟକୁ ସିଧାସଳଖ ଯିବ ଟଙ୍କା । ଏନେଇ ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସୂଚନା ମୁତାବକ,!-->…
ସବୁଦିନ ପାଇଁ ରାଜ୍ୟରେ ଦୂର ହେବ ଆଳୁ ସମସ୍ୟା : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୨୫-୦୮-୨୪ (ପିପିଏସ) : ରାଜ୍ୟରେ ଆଳୁ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତି l ଅଗାମୀ ଦିନରେ ଆଳୁ ସମସ୍ୟାର ସ୍ଥାୟୀ ସମାଧାନ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶ୍ରୀ ମାଝୀ ଓୟୁଏଟି କାର୍ଯ୍ୟକ୍ରମରେ ଯୋଗ ଦେବା ପରେ ଗଣମାଧ୍ୟମକୁ କହିଥିଲେ ଯେ ପୂର୍ବ!-->…
ଜଳବାୟୁ ସମ୍ବନ୍ଧିୟ ଫସଲ ସମସ୍ୟା ଉପରେ ଆଲୋଚନା ଓ ଯୋଜନା ପ୍ରସ୍ତୁତ କୃଷକଙ୍କ ଅଗ୍ରଗତି ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…
କଟକ,୨୪-୦୮-୨୪ (ପିପିଏସ) : ଭାରତୀୟ କୃଷି ଅନୁସନ୍ଧାନ ପରିଷଦ, ନୂଆ ଦିଲ୍ଲୀ ଦ୍ୱାରା କଟକ ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ (ଏନ୍ଆର୍ଆର୍ଆଇ)ଠାରେ ଶନିବାର ଆଇସିଏଆର୍ ଆଞ୍ଚଳିକ କମିଟି-୨ର ୨୭ତମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାକୁ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା!-->…
ବଦଳିଲା ଯୁକ୍ତ-୩ ପାଇଁ ଗାଇଡଲାଇନ : ପ୍ରଥମ ପର୍ଯ୍ୟାୟ ନାମ ଲେଖା ପରେ ବି ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମିଳିବ ସୁଯୋଗ
ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ଯୁକ୍ତ ୩ ନାମଲେଖା ଗାଇଡଲାଇନରେ ପରିବର୍ତ୍ତନ। ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଲେ ବି ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଛାତ୍ରଛାତ୍ରୀଙ୍କୁ ସୁଯୋଗ ମିଳିବ। ଅର୍ଥାତ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ଭାଗ ନେଇପାରିବେ ଛାତ୍ରଛାତ୍ରୀ । ଏନେଇ ଆଜି!-->…