Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
କେନ୍ଦ୍ର ସରକାର ୧୫୬ଟି କକଟେଲ୍ ଔଷଧକୁ ନିଷିଦ୍ଧ କରିଛନ୍ତି
ନୂଆଦିଲ୍ଲୀ/ଭୁବନେଶ୍ୱର /୨୪-୦୮-୨୪ (ପିପିଏସ): କେନ୍ଦ୍ର ସରକାର ୧୫୬ଟି କକଟେଲ୍ ଔଷଧକୁ ନିଷିଦ୍ଧ କରିଛନ୍ତି । ନିଷିଦ୍ଧ ଔଷଧ ତାଲିକାରେ ରହିଛି କେଶ ବୃଦ୍ଧି, ତ୍ୱଚାର ଯତ୍ନ ଏବଂ ଯନ୍ତ୍ରଣା ଉପଶମ, କିମ୍ବା ମଲ୍ଟିଭିଟାମିନ୍, ଆଣ୍ଟିପାରାସିଟିକ୍ସ, ଆଣ୍ଟିଆଲର୍ଜିକ୍ସ ଏବଂ ଆହୁରି ଅନେକ ଔଷଧ ।!-->…
୪ଟା ଯାଏ ବିଧାନସଭା ମୁଲତବୀ
ଭୁବନେଶ୍ବର/୨୪-୦୮-୨୪ (ପିପିଏସ): ବିଧାନସଭାରେ ବାଚସ୍ପତିଙ୍କୁ ଅସମ୍ମାନ ଘଟଣାରେ ନିନ୍ଦା ପ୍ରସ୍ତାବ ଗୃହୀତ ହୋଇଛି। ଗତକାଲି ବିଧାନସଭାରେ ବିଜେଡିର ତୁମୁଳକାଣ୍ଡ ଓ ଅରାଜକତା ପରିଲକ୍ଷିତ ହୋଇଥିଲା। ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ସୋର ବିଧାୟକ ମାଧବ!-->…
ମହିଳାଙ୍କୁ ଅସମ୍ମାନ ଓ ଦୁର୍ବ୍ୟବହାର କରିବା ବିଜେଡିର ଚରିତ୍ର : ଏଶ୍ୱର୍ଯ୍ୟା
ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ବିଧାନସଭାରେ ବାଚସ୍ପତିଙ୍କୁ ବିଜେଡି ବିଧାୟକଙ୍କ ବ୍ୟବହାରକୁ ନେଇ ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିଜେଡି ଉପରେ ବର୍ଷିଛନ୍ତି ବିଜେପି ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଏଶ୍ୱର୍ଯ୍ୟା ବିଶ୍ୱାଳ l!-->…
ବିଷାକ୍ତ ମଦ ମୃତ୍ୟୁ ମାମଲା : ପରିବାର ବର୍ଗଙ୍କୁ ଭେଟିଲେ ବିଜେପି ଓ କମ୍ୟୁନିଷ୍ଟ ଦଳର ପ୍ରତିନିଧି
ଚିକିଟୀ/ବ୍ରହ୍ମପୁର,୨୪-୦୮-୨୪ (ପିପିଏସ) : ସ୍ଥାନୀୟ କେ.ନୂଆଗାଁ ଥାନା ଅନ୍ତର୍ଗତ ଜେନାପୁର ଗ୍ରାମର ବିଷାକ୍ତ ମଦ ମୃତ୍ୟୁ ହୋଇଥିବା ଘଟଣା ଏବେ ସାରା ଓଡିଶାରେ ଚର୍ଚ୍ଚା ଜୋର ଧରିଛି l ଏହାକୁ ନେଇ ବିଭିନ୍ନ ଦଳ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଚାଲିଛି l ପୀଡ଼ିତ ପରିବାରକୁ ଭେଟିବା ପାଇଁ!-->…
କେଉଁମାନେ ପାଇବେ, କେଉଁମାନେ ପାଇବେ ନାହିଁ ସୁଭଦ୍ରା ସହାୟତା : କେଉଁଠାରେ କରିବେ ଆବେଦନ ?
ଭୁବନେଶ୍ୱର,୨୩-୦୮-୨୪ (ପିପିଏସ) : ଶୁକ୍ରବାର ରାଜ୍ୟ ସରକାର ସୁଭଦ୍ରା ଯୋଜନା ପାଇଁ ଏସ୍ଓପି ଆଣିଛନ୍ତି । ଏହି ଯୋଜନାରେ କେଉଁମାନେ ସହାୟତା ପାଇବେ, କେଉଁମାନେ ସହାୟତା ପାଇବେ ନାହିଁ ଓ ହିତାଧିକାରୀ କେମିତି କରିବେ ଆବେଦନ, ସେ ସଂପର୍କରେ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ!-->…
ରାଜ୍ୟ କଂଗ୍ରେସକୁ ମିଳୁନାହାନ୍ତି ମୁଖିଆ
ବିଳମ୍ବ ପରେ ବିଳମ୍ବନେତା କର୍ମୀଙ୍କ ଧର୍ଯ୍ୟଚ୍ୟୁତିବରିଷ୍ଠ ନେତାଙ୍କ ଉପରୁ ଭରସା ତୁଟୁଛି
ଭୁବନେଶ୍ୱର/ ୨୩-୦୮-୨୪ (ପିପିଏସ ): ପ୍ରଦେଶ କଂଗ୍ରେସ କମିଟି ଭଙ୍ଗ ହେବାର ମାସେ ପୂରିଲାଣି । ନୂଆ ପିସିସି ସଭାପତି ଚୟନ ପାଇଁ ଆହୁରି କେତେ ଦିନ ଲାଗିବ ତା’ର ଠିକ ଠିକଣା ନାହିଁ । ଅତି କମ୍ରେ!-->!-->!-->…
ରାଜ୍ୟ ସରକାର ଆଣିଲେ ଏସଓପି : ମିଳିବ ସୁଭଦ୍ରା ଟଙ୍କା
ଭୁବନେଶ୍ୱର,୨୩-୦୮-୨୪ (ପିପିଏସ) : ସରକାରଙ୍କ ବହୁ ପ୍ରତିକ୍ଷିତ ଯୋଜନା ସୁଭଦ୍ରା ଏସଓପି ଜାରି ହୋଇଛି। ବିଧାନସଭାରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଗୃହରେ ‘ସୁଭଦ୍ରା’ ଯୋଜନା SOP ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗତକାଲି କ୍ୟାବିନେଟ୍ରେ SOP ପାରିତ ହୋଇଥିବା!-->…
ଓଡ଼ିଶାରେ ସମ୍ପୂର୍ଣ୍ଣ ବନ୍ଦ ହେବ ଡ୍ୟାନ୍ସ ବାର୍ : ବିଧାନ ସଭାରେ ଘୋଷଣା କଲେ ଅବକାରୀ ମନ୍ତ୍ରୀ
ଭୁବନେଶ୍ୱର,୨୩-୮-୨୪ (ପିପିଏସ) : ବିଧାନସଭାରେ ଶୁକ୍ରବାର ଅଧିବେଶନରେ ବଡ଼ ଘୋଷଣା କରିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆଗକୁ ରାଜ୍ୟରେ ସମ୍ପୂର୍ଣ୍ଣ ଭାବେ ଡ୍ୟାନ୍ସ ବାର୍ ଗୁଡିକ ବନ୍ଦ କରାଯିବ । ସେ କହିଛନ୍ତି, ଓଡ଼ିଆ ଅସ୍ମିତାକୁ ନେଇ ନୂଆ ଅବକାରୀ ନୀତି ଅଣାଯିବ।!-->…
୨୭ ରେ ତେଲକୋଇ ବନ୍ଦ ପାଇଁ ପ୍ରସ୍ତୁତି
ସମାକୋଇ-ଚକଦର ପ୍ରକଳ୍ପକୁ ଗାଁ ଗାଁରେ ବିରୋଧ
ଭୁବନେଶ୍ୱର /୨୩-୦୮-୨୪ (ପିପିଏସ): କେନ୍ଦୁଝର ଜିଲ୍ଲାରେ ତେଲକୋଇରେ ସମାକୋଇ-ଚକଦର ପ୍ରକଳ୍ପକୁ ନେଇ ଗାଁ ଗାଁରେ ବିରୋଧର ସ୍ବର ଉଠିଛି। ଆସନ୍ତା ୨୭ ତାରିଖ ସମାକୋଇ-ଚକଦର ପ୍ରକଳ୍ପ ନିର୍ମାଣକୁ ବିରୋଧ କରି ତେଲକୋଇ ବନ୍ଦ ଡାକରା ଦିଆଯାଇଛି।!-->!-->!-->…
୨ବର୍ଷ ମଧ୍ୟରେ ଧରଣୀଧର ବିଶ୍ବବିଦ୍ୟାଳୟକୁ ସ୍ବୟଂସମ୍ପୂର୍ଣ୍ଣ କରିବା ପାଇଁ ପଦକ୍ଷେପ ନିଆଯିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର/ ୨୨-୦୮-୨୪ (ପିପିଏସ ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସଭା ଭବନ ଠାରେ ଧରଣୀଧର ବିଶ୍ବବିଦ୍ୟାଳୟ, କେନ୍ଦୁଝରର ଭିତ୍ତିଭୂମି ବିକାଶ, ମାନବ ସମ୍ବଳର ନିଯୁକ୍ତି ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ସୁବିଧା ସୁଯୋଗ ବିଷୟରେ ଆଲୋଚନା କରିଛନ୍ତି। ଗତବର୍ଷ ଫେବ୍ରୁଆରିରେ ଧରଣୀଧର!-->…