Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ଆକ୍ସନ ମୋଡ଼ରେ ଅବକାରୀ ମନ୍ତ୍ରୀ : ମଦ ଭାଟିରେ ଚାଲିବ ବୁଲ୍ଡୋଜର
ଭୁବନେଶ୍ବର,୨୨ -୮-୨୪ (ପିପିଏସ ) : ଗଞ୍ଜାମ ଜିଲ୍ଲା ଚିକିଟି ମଦ ମୃତ୍ୟୁ ଘଟଣା ପରେ ଚୋରା ମଦ କାରବାରକୁ ନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଆକ୍ସନ ମୋଡ଼କୁ ଆସିଛନ୍ତି । ମନ୍ତ୍ରୀ କହିଛନ୍ତି, ଯେଉଁଠି ଚୋରା ମଦଭାଟି ଥିବା ଜଣାପଡ଼ିବ ସେଠାରେ ବୁଲ୍ଡୋଜର ଚଲାଇ ତାକୁ ଧୂଳିସାତ୍!-->…
ପୋଲାଣ୍ଡ ଅଭିମୁଖେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ ମୋଦୀ
୪୫ ବର୍ଷ ମଧ୍ୟରେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଗସ୍ତ
ନୂଆଦିଲ୍ଲୀ/ଭୁବନେଶ୍ୱର -୨୧-୦୮-୨୪ (ପିପିଏସ ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ପୋଲାଣ୍ଡ ଅଭିମୁଖେ ଯାତ୍ରା କରିଛନ୍ତି, ଯେଉଁଠାରେ ସେ ତାଙ୍କ ପ୍ରତିପକ୍ଷ ଡୋନାଲ୍ଡ ଟସ୍କ ଏବଂ ରାଷ୍ଟ୍ରପତି ଆଣ୍ଡ୍ରଜେ ଡୁଡାଙ୍କ ସହ!-->!-->!-->…
୬ ନୂଆ ରାଜପଥ ପ୍ରକଳ୍ପ ପାଇଁ ୮୯୨୩ କୋଟି
ନୂଆଦିଲ୍ଲୀ/ଭୁବନେଶ୍ୱର -୨୧-୦୮-୨୪ (ପିପିଏସ ): କେନ୍ଦ୍ର ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରାଳୟ ଓଡ଼ିଶାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ନୂତନ ଜାତୀୟ ରାଜପଥ ପ୍ରକଳ୍ପ ନିର୍ମାଣ ପାଇଁ ୮୯୨୩ କୋଟି ଟଙ୍କାର ଖର୍ଚ୍ଚ ଯୋଜନା ପ୍ରସ୍ତୁତ କରିଛନ୍ତି। ଯୋଜନାରେ ଗୋଟିଏ ନୂଆ ସେତୁ ଓ ୫ଟି ସଡ଼କ!-->…
ସେପ୍ଟେମ୍ବର ସୁଦ୍ଧା ସବୁ ଘରକୁ ବିଜୁଳି: କନକ ବର୍ଦ୍ଧନ ସିଂହଦେଓ
ଭୁବନେଶ୍ବର/୨୧-୦୮-୨୪ (ପିପିଏସ ): ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଲୋକଙ୍କ ଘରେ ପହଞ୍ଚିବ ବିଜୁଳି। ବିଦ୍ୟୁତକରଣ ହୋଇନଥିବା ଘରଗୁଡିକୁ ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ବିଜୁଳି ଯୋଗାଇ ଦେବାକୁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି ରାଜ୍ୟ ସରକାର। ଖାଲି ସେତିକି ନୁହେଁ, ସବୁ!-->!-->!-->…
ମଧ୍ୟାହ୍ନ ଭୋଜନ ସହାୟତା ରାଶି ଟଙ୍କାଏ ବଢିବ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ବର/୨୧-୦୮-୨୪ (ପିପିଏସ ): ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ସହାୟତା ରାଶି ବୃଦ୍ଧି କରାଯିବ। ମିଲ୍ ପିଛା ସହାୟତା ୧ ଟଙ୍କା ବୃଦ୍ଧି ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦରଦାମ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଏଭଳି!-->…
ଆଉ ନାହାନ୍ତି ରଶ୍ମିତା ଦାସ
କଟକ/ମାହାଙ୍ଗା/-୨୧-୦୮-୨୪ (ପିପିଏସ ): ଆଉ ନାହାନ୍ତି ରଶ୍ମିତା ଦାସ, ବହୁ ଚର୍ଚିତ ମାହାଙ୍ଗା ଥାନା ସମୁଖରେ ଦେହରେ ନିଆଁ ଲଗାଇ ଆତ୍ମାହୁତୀ ଦେଇଥିବା ଖର୍ତାଙ୍ଗ ଗ୍ରାମର ରଶ୍ମିତା ଦାସ କଟକ ବଡ ମେଡିକାଲରେ ଚିକିଶ୍ଚିତ ହଉଥିବା ବେଳେ ଏବେ ତାଙ୍କର ପରଲୋକ ଘଟିଥିବା ଜଣାଯାଇଛି
ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପିର ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ
ଭୁବନେଶ୍ବର/୨୧-୦୮-୨୪ (ପିପିଏସ ): ବିଜେପିର ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ ଆଜି ବିଧିବଦ୍ଧ ଭାବେ ଭରିଲେ ନାମାଙ୍କନ। ବିଧାନସଭା ଆସି ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ମମତା ମହାନ୍ତ । ମମତାଙ୍କ ନାମାଙ୍କନରେ ପ୍ରଥମ ପ୍ରସ୍ତାବକ ରହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।!-->…
ବିଧାନସଭାରେ କଂଗ୍ରେସ ଓ ବିଜେଡିର ସଦସ୍ୟଙ୍କ ହୋହଲ୍ଲା: ଅପରାହ୍ଣ ୪ଟା ଯାଏ ମୁଲତବୀ
ଭୁବନେଶ୍ୱର -୨୧-୦୮-୨୪ (ପିପିଏସ ): ସାଢେ ୧୧ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରାଯାଇଥିଲା। ହେଲେ ପରେ ପୁଣି ବିଧାନସଭାରେ ବିରୋଧୀଙ୍କ ହଙ୍ଗାମା ଦେଖିବାକୁ ମିଳିଲା। ବାଚସ୍ପତିଙ୍କ ପୋଡିୟମ୍ ନିକଟରେ କଂଗ୍ରେସ ଓ ବିଜେଡିର ସଦସ୍ୟମାନେ ହୋହଲ୍ଲା କରିଥିଲେ। ଚିକିଟି ମଦମୃତ୍ୟୁର ଆରଡିସି ସ୍ତରୀୟ!-->…
ଆସନ୍ତା ୨୩ରେ ସ୍ଥାନାନ୍ତରଣ ହେବ ଭିତର ଓ ବାହାର ରତ୍ନଭଣ୍ଡାରର ଖାଲି ଆଲମିରା ଓ ସିନ୍ଧୁକ
ପୁରୀ,୨୧-୮-୨୪ (ପିପିଏସ ) : ରତ୍ନଭଣ୍ଡାରର ଖାଲି ଆଲମିରା ଓ ସିନ୍ଧୁକ ସ୍ଥାନାନ୍ତରଣ ପାଇଁ, ସରକାରଙ୍କ ତରଫରୁ ଆସିଲା ନୂଆ ଏସଓପି l ଆସନ୍ତା ୨୩ ତାରିଖରେ ବାହାର ଏବଂ ଭିତର ରତ୍ନଭଣ୍ଡାର ରେ ଥିବା ଖାଲି ଆଲମିରା ଏବଂ ସିନ୍ଦୁକଗୁଡ଼ିକ ସ୍ଥାନାନ୍ତରଣ କରାଯିବ । ରାଜ୍ୟ ସରକାରଙ୍କ ଅନୁମୋଦିତ!-->…
ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ୧୨ ଘଣ୍ଟିଆ ଭାରତ ବନ୍ଦ
ଭୁବନେଶ୍ୱର,୨୧-୮-୨୪ (ପିପିଏସ ) : ତଫସିଲଭୁକ୍ତ ଜାତି(ଏସ୍ସି) ଏବଂ ଜନଜାତି(ଏସ୍ଟି)ଙ୍କ ମଧ୍ୟରେ ଉପବର୍ଗୀକରଣ ତଥା ସଂରକ୍ଷଣ ନେଇ ଅଗଷ୍ଟ ୧ରେ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ବିରୋଧ କରି ଅନୁସୂଚିତ ଜାତି, ଜନଜାତି, ପଛୁଆବର୍ଗ, ସଂଖ୍ୟାଲଘୁ ମିଳିତ କ୍ରିୟାନୁଷ୍ଠାନ କମିଟି ଓ ରାଜନୈତିକ!-->…