Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ନୂଆକରି ବିଜେପିରେ ମିଶିଥିବା ମମତା ହେଲେ ରାଜ୍ୟସଭା ପାର୍ଥୀ
ନୂଆଦିଲ୍ଲୀ/ଭୁବନେଶ୍ୱର, ୨୦-୦୮-୨୪ (ପିପିଏସ) : ରାଜ୍ୟସଭା ପାଇଁ ମଙ୍ଗଳବାର ଦିନ ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି । ନିକଟରେ ବିଜୁ ଜନତା ଦଳ ଛାଡ଼ି ବିଜେପିରେ ମିଶିଥିବା ମମତା ମହାନ୍ତଙ୍କୁ ରାଜ୍ୟସଭା ପ୍ରାର୍ଥୀ କରାଯାଇଛି । ରାଜ୍ୟସଭା ପ୍ରାର୍ଥୀ ପାଇଁ ବିଜେପି ରାଷ୍ଟ୍ରୀୟ!-->…
କଲିକତା ଘଟଣାକୁ ନେଇ ଗର୍ଜିଲା ବିଜେପି ମହିଳା ମୋର୍ଚ୍ଚା : ମମତା ବାନାର୍ଜୀଙ୍କ କୁଶପୁତ୍ତଳିକା ଦାହ
ସମ୍ବଲପୁର, ୨୦-୮-୨୪(ପିପିଏସ) : ସମଗ୍ର ଦେଶରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା କଲିକତାର ଡା.ମୋୖମିତା ଦେବନାଥଙ୍କ ବଳତ୍କାର ଓ ଜଘନ୍ଯ ହତ୍ୟାର ଦୃଢ ପ୍ରତିବାଦରେ ସମଗ୍ର ଦେଶରେ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି । ଏହି ମର୍ମରେ ଆଜି ସମ୍ବଲପୁର ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଏକ ବିକ୍ଷୋଭ!-->…
ଟ୍ରେନରେ ଆସୁଛି ୪୮ ହଜାର କ୍ବିଣ୍ଟାଲ ଆଳୁ : ଯୋଗାଣ ମନ୍ତ୍ରୀ
*୩ ଦିନ ମଧ୍ୟରେ ଶେଷ ହୋଇଯିବ ଗଚ୍ଛିତ ଆଳୁ*ବ୍ୟାପକ ଆଳୁ ରଖିଥିଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୨୦-୮-୨୪(ପିପିଏସ) : ରାଜ୍ୟରେ ପୁଣି ଆଳୁ ସଙ୍କଟ ଦେଖା ଦେଇପାରେ। ଏନେଇ ରାଜ୍ୟ ବ୍ୟବସାୟୀ ମହାସଂଘ ସାଧାରଣ ସମ୍ପାଦକ ସୁଧାକର ପଣ୍ଡା ସୋମବାର ସୂଚନା ଦେବା ପରେ ଯୋଗାଣ ମନ୍ତ୍ରୀ!-->!-->!-->…
ଟି-ସେତୁ ଆଲୋକୀକରଣ ଉଦଘାଟନ ସହିତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ
କଟକ,୨୦-୮-୨୪(ପିପିଏସ) : କଟକ ଜିଲ୍ଲା ବଡ଼ମ୍ବା ବ୍ଲକର ପ୍ରସିଦ୍ଧ ଶୈବପୀଠ ସିଂହନାଥ ନିକଟ ଟି-ସେତୁ ଆଲୋକୀକରଣ ଉଦଘାଟନ ସହିତ ବ୍ଲକର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ସାଂସଦ ଭର୍ତ୍ତୃହରି ମହତାବ ଏବଂ ବଡ଼ମ୍ବା ବିଧାୟକ ବିଜୟ କୁମାର ଦଳବେହେରା l ଏହି କ୍ରମରେ ବଡ଼ମ୍ବା!-->…
ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ସାଂସଦ ଭର୍ତ୍ତୃହରି ମହତାବ
*ବଦଳିବ କାନପୁର ସ୍ୱାସ୍ଥ୍ୟକେନ୍ଦ୍ର ରୂପରେଖ
*ନରସିଂହପୁର ମେଡିକାଲରେ ହେବ ଷ୍ଟାଫ କ୍ୱାଟର୍ସକଟକ ,୨୦-୮-୨୪(ପିପିଏସ) : କଟକ ଜିଲ୍ଲା ବଡମ୍ବା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କାନପୁର ମେଡିକାଲରେ ନୂତନ ପ୍ରସୂତି ଗୃହ ଓ ଅନ୍ତେବାସୀ ପ୍ରକୋଷ୍ଠର ଶୁଭ ଉଦଘାଟନ ସହିତ ନରସିଂହପୁର ମେଡିକାଲର!-->!-->!-->…
ଛାତ୍ର ସଂସଦ ନିର୍ବାଚନକୁ ସବୁଜ ସଙ୍କେତ ଦେଲେ ଆଇନ ମନ୍ତ୍ରୀ : ଆସନ୍ତା ବର୍ଷ ହେବ ନିର୍ବାଚନ
ଭୁବନେଶ୍ୱର, ୧୯-୮-୨୪(ପିପିଏସ) : ଆସନ୍ତା ବର୍ଷରୁ ହେବ ଛାତ୍ର ସଂସଦ ନିର୍ବାଚନ । ଏନେଇ ଆଇନ ମନ୍ତ୍ରୀପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ବିଭିନ୍ନ କଲେଜରେ ଛାତ୍ର ସଂସଦ ନିର୍ବାଚନ ନେଇ ସମସ୍ତ ପ୍ରସ୍ତୁତି କରାଯିବ । ଛାତ୍ର ସଂସଦ ନିର୍ବାଚନ ନେଇ ନିଷ୍ପତ୍ତି ହୋଇସାରିଥିବା ପ୍ରକାଶ!-->…
ବାଂଲାଦେଶ ରୁ ଫେରିବେ ପ୍ରବାସୀ ଓଡ଼ିଆ ଶ୍ରମିକ : ଶ୍ରମମନ୍ତ୍ରୀ
ଭୁବନେଶ୍ବର,୧୯-୦୮-୨୪ (ପିପିଏସ ) : ବାଂଲାଦେଶରେ ଲାଗି ରହିଥିବା ହିଂସାର ଶିକାର ହେଉଥିବା ପ୍ରବାସୀ ଓଡ଼ିଆ ଶ୍ରମିକଙ୍କୁ ଫେରାଇ ଆଣିବାକୁ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ବାଂଲାଦେଶରେ ରହୁଥିବା ସମସ୍ତ ଓଡ଼ିଆଙ୍କୁ ରାଜ୍ୟକୁ ଫେରାଇ ଆଣିବାକୁ ଯୋଜନା କରିଛନ୍ତି । ଆଜି ଏନେଇ!-->…
ଓଡ଼ିଆ ଅସ୍ମିତା କଥା ଉଠାଇ ନିଜ ଦଳକୁ ଟାର୍ଗେଟ୍ କଲେ ପଞ୍ଚାନନ କାନୁନଗୋ
ଭୁବନେଶ୍ବର/ ୧୮-୦୮-୨୪(ପିପିଏସ): ବରିଷ୍ଠ କଂଗ୍ରେସ ନେତା ପଞ୍ଚାନନ କାନୁନଗୋ ବିସ୍ଫୋରକ ବୟାନ ଦେଇ ହଟଚମଟ ସୃଷ୍ଟି କରିଛନ୍ତି। ରାଜ୍ୟ କଂଗ୍ରେସର ଷ୍ଟଅରିଂ କମିଟିକୁ ନେଇ ପ୍ରଶ୍ନ ଉଠାଇ ପଞ୍ଚାନନ କାନୁନଗୋ କହିଛନ୍ତି, ଓଡ଼ିଆ ଅସ୍ମିତା କଥା କୁହାଯାଉଛି, ହେଲେ କମିଟି ଅଧ୍ୟକ୍ଷ ପାଇଁ ସାରା!-->…
ନୀତୀଶଙ୍କୁ ‘ତାଲିକା’ ଦେଖାଇ ଘେରିଲେ ତେଜସ୍ୱୀ
ପାଟନା/ଭୁବନେଶ୍ୱର ୧୮-୦୮-୨୪(ପିପିଏସ): ବିହାରରେ ବିରୋଧୀ ଦଳର ନେତା ତେଜସ୍ୱୀ ଯାଦବ ସମ୍ପ୍ରତି ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଲଗାତାର ଟାର୍ଗେଟ କରୁଛନ୍ତି। ରାଜ୍ୟରେ ଘଟୁଥିବା ଅପରାଧ ସମ୍ପର୍କରେ ସେ ବିଜେପି-ଜେଡିୟୁ ସରକାର ଉପରେ ପ୍ରଶ୍ନ ଉଠାଉଛନ୍ତି। ସେ ରବିବାର ସୋସିଆଲ ମିଡିଆରେ ଏକ!-->…
କେନ୍ଦ୍ର ମନ୍ତ୍ରୀଙ୍କୁ ଫେରାଦ ହେଲେ ସରପଞ୍ଚ
ଟିଟିଲାଗଡ଼/ଭୁବନେଶ୍ୱର ୧୮-୦୮-୨୪(ପିପିଏସ): ଗଣତାନ୍ତ୍ରିକ ପଦ୍ଧତିରେ ସାଂସଦ, ବିଧାୟକଙ୍କ ଭଳି ଜନତାଙ୍କ ଦ୍ୱାରା ପ୍ରତ୍ୟକ୍ଷ ଭାବରେ ନିର୍ବାଚିତ ହେଉଥିବା ସରପଞ୍ଚ ନିଜ ପଦ ରକ୍ଷା ପାଇଁ ମୁଣ୍ଡିଆ ମାରିବାକୁ ପଡୁଛି l ବଲାଙ୍ଗୀର ଜିଲା ତୁରେକେଲା ବ୍ଲକରେ ଏଭଳି ଏକ ଦୁର୍ଭାଗ୍ୟଜନକ ଘଟଣା!-->…