Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ଆଇଏମ ଏର କ୍ଯାଣ୍ଡେଲ ଶୋଭାଯାତ୍ରା।
ରାଉରକେଲା/୧୮-୦୮-୨୪(ପିପିଏସ): କୋଲକତା ହୋଇଥିବା ମହିଳା ଡ଼ାକ୍ତରଙ୍କ ହତ୍ୟାର ପ୍ରତିବାଦରେ ଭାରତୀୟ ମେଡିକାଲ ସଂଘ (ଆଇଏମ ଏ) ରାଉରକେଲା ପକ୍ଷରୁ ତୀବ୍ର ପ୍ରତିବାଦ ପ୍ରଦର୍ଶନ କରାଯାଇଛି। ମହିଳା ଶାଖାର ସଭାପତି ପୂର୍ଣ୍ଣିମା ଦତ୍ତଙ୍କ ନେତୃତ୍ୱରେ ଆଇଏମ ଏ ରାଉରକେଲା ଶାଖାର ସଭାପତି!-->…
ପୋଲାଭରମ ପ୍ରକଳ୍ପ ବିବାଦ:ଆନ୍ଦୋଳନରେ ସାମିଲି ହେଲା କଂଗ୍ରେସ
କେନ୍ଦ୍ର ଓ ରାଜ୍ୟ ସରକାର ଉପରେ ବର୍ଷିଲେ କଂଗ୍ରେସ ସାଂସଦ, ବିଧାୟକ
ମାଲକାନଗିରି/ଭୁବନେଶ୍ୱର ୧୭-୦୮-୨୪(ପିପିଏସ): ବାଦବିବାଦ ଭିତରେ ଛନ୍ଦି ହୋଇ ରହିଥିବା ଆନ୍ଧ୍ରପ୍ରଦେଶର ପୋଲାଭରମ ପ୍ରକଳ୍ପକୁ ନେଇ ରାଜନୀତି ସରଗରମ ହୋଇ ରହିଛି। ପୋଲାଭରମ ପ୍ରକଳ୍ପକୁ ବିରୋଧ କରି ବିଜେଡି ପ୍ରଥମରୁ ହିଁ!-->!-->!-->…
ଦୋଛକିରେ ମେହେବୁବା ମୁଫତି
ଶ୍ରୀନଗର/ଭୁବନେଶ୍ୱର ୧୭-୦୮-୨୪(ପିପିଏସ): ଜମ୍ମୁ ଓ କଶ୍ମୀରରୁ ଧାରା ୩୭୦ ହଟିବା ପରେ ଅନେକ ସ୍ଥାନୀୟ ନେତାଙ୍କୁ ଗୃହବନ୍ଦୀ କରାଯାଇଥିଲା। ଏଥିରେ ଫାରୁକ୍ ଅବଦୁଲ୍ଲା, ଓମାର ଅବଦୁଲ୍ଲା ଓ ମେହବୁବା ମୁଫତି ମଧ୍ୟ ସାମିଲ ଥିଲେ। ମୁକୁଳିବା ପରେ ଉଭୟ ଓମାର ଓ ମେହବୁବା ମୁଫତି ଜମ୍ମୁ-କଶ୍ମୀରକୁ!-->…
କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ନାଁରେ ରୁଜୁହେବ ମାମଲା
ଅନୁମତି ଦେଲେ ରାଜ୍ୟପାଳ
ଆଇନ ଜାଲରେ ଛନ୍ଦିହେଲେ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟା
ବାଙ୍ଗାଲୋର/ଭୁବନେଶ୍ୱର/ ୧୭-୦୮-୨୪(ପିପିଏସ): ଆଇନ ଜାଲରେ ଛନ୍ଦି ହେଲେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କ ନାଁରେ ରୁଜୁହେବ ମାମଲା ମୁଖ୍ୟମନ୍ତ୍ରୀ ସିଦ୍ଦରମେୟା। ଜମି ଦୁର୍ନୀତି ଅଭିଯୋଗରେ ତାଙ୍କ ନାମରେ!-->!-->!-->!-->!-->…
ଥାନା ସାମ୍ନାରେ ଅଭାବନୀୟ କାଣ୍ଡ
ପେଟ୍ରୋଲ୍ ଢାଳି ଦେହରେ ନିଆଁ ଲଗାଇଲେ ମହିଳା
କଟକ/ମାହାଙ୍ଗା ୧୭-୦୮-୨୪ (ପିପିଏସ ): କଟକ ଜିଲ୍ଲା ମାହାଙ୍ଗା ଥାନା ସମ୍ମୁଖରେ ଆଜି ଜଣେ ମହିଳା ନିଜ ଦେହରେ ପେଟ୍ରୋଲ୍ ଢାଳି ନିଆଁ ଲଗାଇ ଦେଇଥିଲେ। ଗୁରୁତର ଅବସ୍ଥାରେ ମହିଳାଙ୍କୁ ପ୍ରଥମେ ମାହାଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ!-->!-->!-->…
ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଲେ କର୍ପୋରଟର ବନ୍ଦିତା ପାଲ
ଭୁବନେଶ୍ୱର:୧୬-୦୮-୨୪(ପିପିଏସ ): ବିଜେଡି ଛାଡ଼ି ବିଜେପିରେ ଯୋଗଦେଲେ ବିଏମସି କର୍ପୋରଟର। ଭୁବନେଶ୍ୱର ୩୭ ନମ୍ୱର ୱାର୍ଡର କର୍ପୋରଟର ବନ୍ଦିତା ପାଲ ଓ ତାଙ୍କ ସ୍ୱାମୀ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଉଭୟେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ରାଜ୍ୟ ସଭାପତି ମନମୋହନ!-->…
ବିଦେଶୀ ଜାହାଜକୁ ଗିରଫ ପାଇଁ ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ
ପାରାଦୀପ:୧୬-୦୮-୨୪(ପିପିଏସ ): ପାରାଦୀପରେ ଅଟକ ଥିବା ବିଦେଶୀ ଜାହାଜକୁ ଗିରଫ ପାଇଁ ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ। ଏମଭି ଓ୍ୱାଡି ଆଲବୋଷ୍ଟୋନ୍ ନାମକ ଇଜିପ୍ଟ ଫ୍ଲାଗସିପକୁ ଗିରଫ ନିର୍ଦ୍ଦେଶକୁ ଗିରଫ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ପରବର୍ତ୍ତୀ ନିର୍ଦ୍ଦେଶ ନମିଳିବା ପର୍ୟ୍ୟନ୍ତ!-->…
ମହିଳା ମାନଙ୍କ ମାସିକ ଋତୁସ୍ରାବ ପାଇଁ ଗୋଟିଏ ଦିନ ଛୁଟି ମିଳିବ
ଭୁବନେଶ୍ୱର, ୧୫/୮/୨୪(ପିପିଏସ) : ସ୍ୱାଧୀନତା ଦିବସରେ ସରକାରଙ୍କ ନୂଆ ଘୋଷଣା l ରାଜ୍ୟରେ ଏବେ ମହିଳା ମାନଙ୍କ ମାସିକଧର୍ମ ପାଇଁ ଗୋଟିଏ ଦିନ ଛୁଟି ମିଳିବ । କେବଳ କର୍ମଜୀବି ମହିଳାମାନଙ୍କୁ ଏହି ଛୁଟି ପ୍ରଦାନ କରାଯିବ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗୋଟିଏ ଦିନ ଛୁଟି ଘୋଷଣା!-->…
ଭାରତ ସହିତ ଯୁଦ୍ଧ ଚାହୁଁଛି କି ବାଂଲାଦେଶ ?
ଢାକା:/ଭୁବନେଶ୍ୱର ୧୪-୦୮-୨୪(ପିପିଏସ ): ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରରେ ଗୃହ ମନ୍ତ୍ରଣାଳୟର ଉପଦେଷ୍ଟା ଅବସରପ୍ରାପ୍ତ ବ୍ରିଗେଡିୟର୍ ଜେନେରାଲ୍ ଏମ୍ ସାଖାୱତ ହୁସେନ୍ କାହାର ନାମ ନ ନେଇ ଭାରତକୁ ଟାର୍ଗେଟ କରିଛନ୍ତି। ସେ ଏକ ମନ୍ତବ୍ୟରେ କହିଛନ୍ତି ବାଂଲାଦେଶର ସୀମା ସୁରକ୍ଷା!-->…
ପ୍ରକାଶ ପାଇଲା ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି : ପ୍ରାର୍ଥୀଙ୍କୁ ନେଇ କଳ୍ପନାଜଳ୍ପନା
ଭୁବନେଶ୍ୱର,୧୪/୮(ପିପିଏସ) : ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି । ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡ଼ିଶା ସମେତ ୯ ରାଜ୍ୟର ୧୨ ଆସନରେ ହେବ ଉପନିର୍ବାଚନ। ଆସନ୍ତା ୨୧ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଛି । ୨୨!-->…