Browsing Category

ଖେଳ

୧୭ ବର୍ଷ ପରେ ଗୋଟିଏ ଦଳରେ ଖେଳିବେ ଭାରତ-ପାକିସ୍ତାନର ଖେଳାଳି, ପୁଣି ଆରମ୍ଭ ହେବ ଏହି ଟୁର୍ନାମେଣ୍ଟ !

ଆଫ୍ରୋ-ଏସିଆ କପରେ ଏସିଆ ଏକାଦଶ ଏବଂ ଆଫ୍ରିକା ଏକାଦଶ ଦଳ ମୁହାଁମୁହିଁ ହୋଇଥାନ୍ତି। ଏହି ଟୁର୍ନାମେଣ୍ଟରେ ଭାରତୀୟ ଏବଂ ପାକିସ୍ତାନୀ ଖେଳାଳିମାନେ ଏକାଠି ଖେଳୁଥିବା ଦେଖିବାକୁ ମିଳିବ, ଯେଉଁମାନଙ୍କ ମଧ୍ୟରେ ଗତ ଦେଢ଼ ଦଶନ୍ଧି ମଧ୍ୟରେ କୌଣସି ଦ୍ୱିପାକ୍ଷିକ ସିରିଜ୍ ଖେଳାଯାଇ ନାହିଁ

ଫେବୃୟାରୀ ୯ରେ ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ, ଟିକେଟ ମୂଲ୍ୟ ୮୦୦ରୁ ଆରମ୍ଭ

କଟକ,୦୩-୧୧-୨୦୨୪(ପିପିଏସ ) : ଆଗାମୀ ଫେବୃୟାରୀ ୯ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ। ଏଥିପାଇଁ ଟିକେଟ ମୂଲ୍ୟ ନିର୍ଦ୍ଧାରଣ କରିଛି ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ)। ଟିକେଟ ମୂଲ୍ୟ ସର୍ବନିମ୍ନ ୮୦୦ ଟଙ୍କାରୁ ଆରମ୍ଭ ହୋଇ ୨୦ ହଜାର ପର୍ଯ୍ୟନ୍ତ

ବାରବାଟୀରେ ରଣଜୀ ଟ୍ରଫି : ୫ ୱିକେଟ ଅକ୍ତିଆର କଲେ ସୁମିତ ଶର୍ମା

ତ୍ରିପୁରା ବିପକ୍ଷରେ ଗୋଟିଏ ବି ବଲ୍‌ ଖେଳିପାରି ନଥିବା ଓଡ଼ିଶା ସୁବିଧାରେ ୧ ପଏଣ୍ଟ ପାଇ ଖାତା ଖୋଲିଥିଲା। ବାରବାଟୀ ଷ୍ଟାଡିୟମ୍‌ରେ ଜମ୍ମୁ କାଶ୍ମୀର ବିପକ୍ଷରେ ଅସଲ ପରୀକ୍ଷାର ସମ୍ମୁଖୀନ ହେବ ଗୋବିନ୍ଦ ପୋଦ୍ଦାରଙ୍କ ଦଳ। କଟକ,୧୮-୧୦-୨୦୨୪(ପିପିଏସ) : ବାରବାଟୀ ଲଢେଇ। ରଣଜୀ

ବେଙ୍ଗାଲୁରୁ ଟେଷ୍ଟ :  ଭାରତର ଲଜ୍ଜାଜନକ ବ୍ୟାଟିଂ ପରେ ଦୃଢ ସ୍ଥିତିରେ ନ୍ୟୁଜିଲାଣ୍ଡ

ବେଙ୍ଗାଲୁରୁର ଏମ.ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟର ଦ୍ବିତୀୟ ଦିନରେ ନ୍ୟୁଜିଲାଣ୍ଡ ନିଜର ସ୍ଥିତି ମଝବୁତ କରିଛି । ଭାରତକୁ ମାତ୍ର ୪୬ ରନରେ ଅଲଆଉଟ କରିବା ପରେ ନ୍ୟୁଜିଲାଣ୍ଡ ୩ ଓ୍ବିକେଟ ହରାଇ ୧୮୦ ରନ କରିଛି ଓ ୧୪୩ ରନରେ ଆଗୁଆ ହୋଇପାରିଛି ।

ରାଜ୍ୟ କନିଷ୍ଠ ବ୍ୟାଡ୍‌ମିଣ୍ଟନ୍‌: ଦିବ୍ୟମ୍‌, ସ୍ବିଟିପ୍ରିୟାଙ୍କୁ ଦ୍ବିମୁକୁଟ

ସ୍ଥାନୀୟ ‌ପୋଖରୀପୁଟସ୍ଥିତ ମଲ୍ଟିପର୍ପୋଜ୍‌ ଇନ୍‌ଡୋର୍ ଷ୍ଟାଡିୟମ୍‌ରେ ନିଖିଳ ଓଡ଼ିଶା କନିଷ୍ଠ (୧୯ ବର୍ଷରୁ କମ୍‌) ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ବଲାଙ୍ଗୀରର ଦିବ୍ୟମ କେଜ୍ରୀୱାଲ ଓ ସ୍ବିଟିପ୍ରିୟା ପ୍ରଧାନ ଦୁଇଟି ଲେଖାଏଁ ବର୍ଗରେ ବିଜେତା ହୋଇ ଦ୍ବିମୁକଟ ହାସଲ

ରାଜ୍ୟଗୋଷ୍ଠୀ ପାୱାରଲିଫ୍ଟିଂ ଚାମ୍ପିଅନସିପରେ ଚମକିଲେ ଓଡ଼ିଆ ପୁଅ ରାହିତ

କୋରାପୁଟ/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, କୋରାପୁଟର ଗଣିତ ବିଭାଗର ପ୍ରଥମ ବର୍ଷର ଛାତ୍ର ରୋହିତ ପାତ୍ର ଦକ୍ଷିଣ ଆଫ୍ରିକାର ସନ୍ ସିଟିରେ ଅନୁଷ୍ଠିତ ରାଜ୍ୟଗୋଷ୍ଠୀ ପାୱାରଲିଫ୍ଟିଂ ଚାମ୍ପିଅନସିପରେ ୧୨୦ କିଲୋଗ୍ରାମ+ ସବ୍ ଜୁନିୟର ବର୍ଗରେ ଡେଡ

ପ୍ରତ୍ୟାଶା ରାୟ ପାଇବେ ୩୨ତମ ଏକଲବ୍ୟ ପୁରସ୍କାର ବିଜେତା

ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ଓଡ଼ିଶାର କ୍ରୀଡ଼ାରେ ଏକ ଅନନ୍ୟ କୃତିତ୍ୱ ପାଇଁ, ଆର୍ନ୍ତଜାତୀୟ ଖ୍ୟାତି ସମ୍ପନ୍ନ ସନ୍ତରଣକାରୀ ପ୍ରତ୍ୟାଶା ରାୟ ୨୦୨୪ ମସିହାର ସମ୍ମାଜନକ ଏକଲବ୍ୟ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଆଜି ଅନୁଷ୍ଠିତ ଏକଲବ୍ୟ ପୁରସ୍କାର ଜୁରୀ କମିଟି ବୈଠକରେ

ମୁଖ୍ୟମନ୍ତ୍ରୀଙ୍କ ସହ ଓସ୍‌ଜା ପ୍ରତିନିଧିଙ୍କ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା

ଓଡ଼ିଶାରେ କାର୍ଯ୍ୟରତ କ୍ରୀଡ଼ା ସାମ୍ବାଦିକଙ୍କୁ ନେଇ ଗଠିତ ରାଜ୍ୟ ସଂଘ ଓସ୍‌ଜା (ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ)ର ଏକ ପ୍ରତିନିଧି ମଣ୍ଡଳି ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ସହ ବିଭିନ୍ନ ଦାବି ବିଷୟରେ ଆଲୋଚନା କରିଛନ୍ତି।

୨-୧ ଗୋଲ୍‌ରେ ପାକିସ୍ତାନକୁ ପରାଜିତ କଲା ଭାରତ

ବେଜିଂ/ଭୁବନେଶ୍ୱର ୧୪-୦୯-୨୦୨୪(ପିପିଏସ): ଏସିଆନ ହକି ଚାମ୍ପିଅନ୍ସ ଟ୍ରଫିରେ ଶନିବାର ପାକିସ୍ତାନକୁ ୨-୧ ରେ ପରାସ୍ତ କରି ଭାରତୀୟ ହକି ଦଳ କ୍ରମାଗତ ପଞ୍ଚମ ବିଜୟ ପଞ୍ଜିକରଣ କରିଛି। କ୍ୟାପଟେନ ହରମନପ୍ରୀତ ସିଂ ଭାରତ ପାଇଁ ଉଭୟ ଗୋଲ ସ୍କୋର କରିଛନ୍ତି। ପାକିସ୍ତାନ ପାଇଁ ଏକମାତ୍ର ଗୋଲ

ଏସିଆନ ଚାମ୍ପିୟନ୍ସ ଟ୍ରଫି : କୋରିଆକୁ ହରାଇ ଅପରାଜେୟ ରହିଛି ଭାରତୀୟ ହକି ଟିମ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨-୦୯-୨୦୨୪ (ପିପିଏସ) : ଚାଇନାରେ ଚାଲିଥିବା ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ଭାରତୀୟ ହକି ଟିମ ଏପର୍ଯ୍ୟନ୍ତ ଅପରାଜେୟ ରହିଛି । ଟୁର୍ଣ୍ଣାମେଣ୍ଟରେ ଆରମ୍ଭରୁ ଅପରାଜେୟ ଥିବା ଭାରତ ଆଜି ୪ର୍ଥ ମୁକାବିଲାରେ କୋରିଆକୁ ୩-୧ ଗୋଲରେ ମାତ ଦେଇଛି। ବୁଧବାର କ୍ରମାଗତ