Sign in
Sign in
Recover your password.
A password will be e-mailed to you.
Browsing Category
ଖେଳ
ବାରବାଟୀରେ ଭାରତ ବିଜୟୀ
ଦିନିକିଆ ଶୃଙ୍ଖଳା କଲା ଅକ୍ତିଆର
ଇଂଲଣ୍ଡର ତୃତୀୟ ଶିକାର ହୋଇଥିଲେ ରୋହିତ ଶର୍ମା। ଲିଆମ ଲିଭିଂଷ୍ଟୋନ୍ଙ୍କ ବଲ୍ ଆଦିଲ ରସିଦଙ୍କୁ କ୍ୟାଚ୍ ଦେଇ ରୋହିତ ଆଉଟ୍ ହୋଇଥିଲେ। ଏହା ପୂର୍ବରୁ ସେ ୯୦ଟି ବଲ୍ ଖେଳି ୧୧୯ ରନ୍ ସଂଗ୍ରହ କରିଥିଲେ।
କଟକ ୦୯-୦୨-୨୦୨୫(ପିପିଏସ) : ଭାରତ ଓ ଇଂଲଣ୍ଡ!-->!-->!-->!-->!-->…
ବାରବାଟୀ ଷ୍ଟାଡିୟମ୍ରେ ଅଭ୍ୟାସ କଲେ ଭାରତୀୟ କ୍ରିକେଟ୍ ଟିମ୍ର ଖେଳାଳି
ଭାରତ ଓ ଇଂଲଣ୍ଡ ମଧ୍ୟରେ ରବିବାର ଦିନିକିଆ ଶୃଙ୍ଖଳାର ଦ୍ବିତୀୟ ମ୍ୟାଚ୍ ଖେଳାଯିବ। ଏହା ପୂର୍ବରୁ ଆଜି ଭାରତୀୟ ଖେଳାଳିମାନେ ଐତିହାସିକ ବାରବାଟୀ ଷ୍ଟାଡିୟମରେ ନେଟ୍ରେ ଅଭ୍ୟାସ କରିଛନ୍ତି।
ଭୁବନେଶ୍ବର/କଟକ ୦୮-୦୨-୨୦୨୫(ପିପିଏସ ) : ଭାରତ ଓ ଇଂଲଣ୍ଡ ମଧ୍ୟରେ ରବିବାର ଦିନିକିଆ!-->!-->!-->…
ଶ୍ରୀଜିଉଙ୍କ ଦର୍ଶନ କଲେ ଭାରତୀୟ କ୍ରିକେଟର
୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍ରେ ଖେଳାଯିବ ଭାରତ-ଇଂଲଣ୍ଡ ଦ୍ବିତୀୟ ଆନ୍ତର୍ଜାତିକ ଦିନିକିଆ କ୍ରିକେଟ୍ ମ୍ୟାଚ୍। ଆଜି ସକାଳେ ଭାରତୀୟ କ୍ରିକେଟର ବରୁଣ ଚକ୍ରବର୍ତ୍ତୀ, ଅକ୍ଷର ପଟେଲ ଓ ୱାସିଂଟନ୍ ସୁନ୍ଦର ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି।
ପୁରୀ/!-->!-->!-->…
୩୧୪ ବ୍ଲକରେ ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବ: ମୁଖ୍ୟମନ୍ତ୍ରୀ
ରାଜ୍ୟ କ୍ୟାବିନେଟରେ ଏଗାରଟି ପ୍ରସ୍ତାବରେ ବାଜିଛି ମୋହର। ତୃଣମୂଳ ସ୍ତରରେ କ୍ରୀଡ଼ାଭିତ୍ତି ଭୂମି ବିକାଶ ପାଇଁ ୩୧୪ ବ୍ଲକରେ ବ୍ଲକସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।
ଭୁବନେଶ୍ୱର ୦୮-୦୨-୨୦୨୫(ପିପିଏସ ) : ରାଜ୍ୟ କ୍ୟାବିନେଟରେ!-->!-->!-->…
ଓଡ଼ିଶାରେ ରୋହିତ ବାହିନୀ
ଐତିହାସିକ ବାରବାଟୀ ଷ୍ଟାଡିୟମରେ ଦିନିକିଆ ମ୍ୟାଚ୍ ଖେଳିବା ପାଇଁ ଉଭୟ ଭାରତ ଓ ଇଂଲଣ୍ଡ ଟିମ୍ ଶୁକ୍ରବାର ସନ୍ଧ୍ୟାରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି।
ଭୁବନେଶ୍ୱର ୦୭-୦୨--୨୦୨୫(ପିପିଏସ) : ଐତିହାସିକ ବାରବାଟୀ ଷ୍ଟାଡିୟମରେ ଦିନିକିଆ ମ୍ୟାଚ୍ ଖେଳିବା ପାଇଁ!-->!-->!-->…
ନାଗପୁର ଦିନିକିଆ:ଭାରତର ବିଜୟ
ନାଗପୁରର ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଚାଲିଥିବା ପ୍ରଥମ ଦିନିକିଆରେ ୪ ଓ୍ବିକେଟରେ ବିଜୟୀ ହୋଇଛି ଭାରତ । ଏହା ସହିତ ସିରିଜରେ ୧-୦ରେ ଆଗୁଆ ହୋଇଯାଇଛି ଟିମ ଇଣ୍ଡିଆ ।
ନାଗପୁର/ଭୁବନେଶ୍ୱର ୦୬-୦୨-୨୦୨୫(ପିପିଏସ ) : ନାଗପୁରର ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ!-->!-->!-->…
ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ ପାଇଁ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ବାରବାଟୀରେ ହେବାକୁ ଥିବା ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନିଜେ ବାରବାଟୀ ଷ୍ଟାଡିୟମ୍ ଯାଇ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଷ୍ଟାଡିୟମରେ କ୍ରିକେଟ୍ ଖେଳିଥିଲେ।
କଟକ!-->!-->!-->…
ବାରବାଟୀ ଦିନିକିଆ ପାଇଁ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ: ଫେବ୍ରୁଆରି ୨ରେ ଅନ୍ଲାଇନ୍ ଟିକଟ
ଫେବ୍ରୁଆରି ୯ ତାରିଖରେ ବାରବାଟୀ ଷ୍ଟାଡିୟମ୍ରେ ଭାରତ-ଇଂଲଣ୍ଡ ଶୃଙ୍ଖଳାର ଦ୍ବିତୀୟ ଏକଦିବସୀୟ କ୍ରିକେଟ୍ ମ୍ୟାଚ୍ ଖେଳାଯିବ। ଏଥିପାଇଁ ଫେବ୍ରୁଆରି ୨ ତାରିଖରେ ଅନ୍ଲାଇନ୍ରେ ଟିକଟ ବିକ୍ରି କରାଯିବ।
କଟକ ୨୫-୦୧-୨୦୨୫(ପିପିଏସ ) : ଫେବ୍ରୁଆରି ୯ ତାରିଖରେ ବାରବାଟୀ ଷ୍ଟାଡିୟମ୍ରେ!-->!-->!-->…
ବାରବାଟୀ ଦିନିକିଆ
ଫେବ୍ରୁଆରି ୨ରେ ଅନ୍ଲାଇନ୍, ୫-୬ରେ କାଉଣ୍ଟର ଟିକେଟ୍
ଐତିହାସିକ ବାରବାଟୀ କ୍ରିକେଟ ଷ୍ଟାଡିୟମ୍ରେ ଆୟୋଜିତ ହେବାକୁ ଯାଉଥିବା ଭାରତ-ଇଂଲଣ୍ଡ ଦିନିକିଆ କ୍ରିକେଟ୍ ମ୍ୟାଚ୍ର ଟିକେଟ୍ ବିକ୍ରି ନେଇ ତାରିଖ ଘୋଷଣା ହୋଇଯାଇଛି। ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦର୍ଶକଙ୍କ!-->!-->!-->…
୩ବର୍ଷ ପାଇଁ ଜାତୀୟ ଖୋ ଖୋ ଟିମ୍ର ପ୍ରାୟୋଜକ ହେବେ ଓଡ଼ିଶା ସରକାର
ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ। ଓଡ଼ିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ପ୍ରୋତ୍ସାହନ। ପୂର୍ବରୁ ଜାତୀୟ ହକି ଖେଳକୁ ଓଡିଶା ସ୍ପନସର୍ କରିଥିବା ବେଳେ, ଏବେ ଖୋ ଖୋ ଖେଳକୁ ପ୍ରୋତ୍ସାହନ ଦେବାକୁ ଆଗେଇ ଆସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଭୁବନେଶ୍ୱର!-->!-->!-->…