Sign in
Sign in
Recover your password.
A password will be e-mailed to you.
Browsing Category
ଖେଳ
ଓସିଏ ପଦ ଛାଡିଲେ ବବି ଦାସ
୪୫ ଦିନ ଭିତରେ ଓସିଏକୁ ମିଳିବ ନୂଆ ସଭାପତି: ସଂଜୟ ବେହେରା
କଟକ/ଭୁବନେଶ୍ୱର ୨୯-୧୨-୨୦୨୪ (ପିପିଏସ ) : ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (ଓସିଏ)ର ସଭାପତି ପଦ ଛାଡ଼ିଛନ୍ତି ପ୍ରଣବ ପ୍ରକାଶ ଦାସ (ବବି)। ଏନେଇ ଓସିଏ ସଂପାଦକ ସଂଜୟ ବେହେରା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଶ୍ରୀ ବେହେରା!-->!-->!-->…
ଓସିଏ ଆପେକ୍ସ କାଉନ୍ସିଲ ବୈଠକ
ବାରବାଟୀ ଏକଦିବସୀୟ ପାଇଁ ପ୍ରସ୍ତୁତି
କଟକ,୨୪-୧୨-୨୦୨୪ (ପିପିଏସ) : ଆସନ୍ତା ବର୍ଷ ଫେବ୍ରୁଆରି ୯ତାରିଖରେ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଆନ୍ତର୍ଜାତିକ ମ୍ୟାଚ୍କୁ ଦୃଷ୍ଟିରେ ରଖି ରବିବାର ଓଡ଼ିଶା କ୍ରିକେଟ୍ ସଂଘ (ଓସିଏ)ର ଆପେକ୍ସ କାଉନ୍ସିଲ ବୈଠକ ଅନୁଷ୍ଠିତ ହୋଇଛି। ଏହି!-->!-->!-->…
ଓଡିଶା ମାଷ୍ଟର୍ସ ସେମିଫାଇନାଲ ରେ ପହଁଚିଲେ ତାନଭି ଶର୍ମା ଶ୍ରୀୟାନସି ଭାଲିସେଟ୍ଟୀ
ପୁରୁଷ ସେମି ରେ ସତୀଶ କୁମାର, ଥରୁନ ମାନନେପାଲି..
କଟକ ,୧୩-୧୨-୨୦୨୪(ପିପିଏସ ) : ଜବାହରଲାଲ ଇଣ୍ଡୋର ଷ୍ଟେଡ଼ିଅମ ଚାଲିଥିବା ବି.ଡବଲୁ. ଏଫ ଟୁର ସୁପର 100 'ଓଡିଶା ମାଷ୍ଟର୍ସ ' ତୃତୀୟ ସଂସ୍କରଣ ର କ୍ୱାର୍ଟର ଫାଇନାଲ ରାଉଣ୍ଡ ସମାପ୍ତ ହୋଇ ସେମି ଫାଇନାଲ ରାଉଣ୍ଡ ଚୂଡାନ୍ତ ହୋଇଯାଇଅଛି!-->!-->!-->…
ହାଇବ୍ରିଡ ମୋଡରେ ହେବ ଚାମ୍ପିୟନ୍ସ ଟ୍ରଫି
ଚାମ୍ପିୟନ୍ସ ଟ୍ରଫିକୁ ନେଇ ଗତ କିଛି ମାସ ହେଲା ଚାଲିଥିବା ଅଚଳାବସ୍ଥା ଦୂର ହୋଇଛି । ଆଇସିସି ଏହି ଟୁର୍ଣ୍ଣାମେଣ୍ଟ ପାଇଁ 'ହାଇବ୍ରିଡ୍ ମଡେଲ୍'କୁ ମଞ୍ଜୁରି ଦେଇଛି । ପାକିସ୍ତାନ ଓ ଦୁବାଇରେ ହାଇବ୍ରିଡ୍ ମଡେଲରେ ଚାମ୍ପିୟନ୍ସ ଟ୍ରଫି ଖେଳାଯିବ ।
ଲାହୋର /ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ!-->!-->!-->…
ଓଡ଼ିଶା ମାଷ୍ଟର୍ସ ୨୦୨୪ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତା, ମାନବ ଚୌଧୁରୀ ବିଜୟୀ
କଟକ ଜବାହାରଲାଲ ନେହେରୁ ଇଣ୍ଡୋର ଷ୍ଟାଡିଅମରେ ଆଜିଠାରୁ ଆରମ୍ଭ ହୋଇଛି ଓଡ଼ିଶା ମାଷ୍ଟର୍ସ ୨୦୨୪ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତା। କୋର୍ଟ ୧ରେ ଆଜି ଅନୁଷ୍ଠିତ ମ୍ୟାଚରେ ଭାରତୀୟ ବ୍ୟାଡମିଣ୍ଟନ ଖେଳାଳି ମାନବ ଚୌଧୁରୀ ପୁରୁଷ ଏକକ ଯୋଗ୍ୟତା ପର୍ଯ୍ୟାୟରେ ସଂଯୁକ୍ତ ଆରବ ଏମିରେଟ୍ସର ମହମ୍ମଦ!-->…
ପୁରୀ ବିଚ୍ ମାରାଥନ୍: ଭାଗନେଲେ ୫ଶହ କ୍ରୀଡ଼ାବିତ୍
ଭୁବନେଶ୍ବର ସାଇକ୍ଲିଂ ଆଣ୍ଡ୍ ଆଡ୍ଭେଞ୍ଚର୍ କ୍ଲବ୍ (ବିସିଏସି) ପକ୍ଷରୁ ଆୟୋଜିତ ‘ପୁରୀ ବିଚ୍ ମାରାଥନ୍’ ଚତୁର୍ଥ ସଂସ୍କରଣରେ କ୍ରୀଡ଼ାବିତ୍ଙ୍କ ମଧ୍ୟରେ ଦେଖିବାକୁ ମିଳିଛି ପ୍ରବଳ ଉତ୍ସାହ। ରାଜ୍ୟ, ଦେଶ ଓ ଦେଶ ବାହାରୁ ୫ଶହ କ୍ରୀଡ଼ାବିତ୍ ଅଂଶଗ୍ରହଣ କରିଥିବା
!-->!-->!-->…
ଅନ୍ଲାଇନ୍ ଗେମ୍ର ଭୟଙ୍କର ପରିଣତି: ଜୀବନ ହାରିଦେଲେ ଯୁବକ
ସମ୍ପ୍ରତି ଅନ୍ଲାଇନ୍ ଗେମ୍ ସମଗ୍ର ଦେଶର ଯୁବପିଢ଼ିଙ୍କ ଏକ ବଡ଼ ବିପଦ ସାଜିଛି। ଅନ୍ଲାଇନ୍ ଗେମ୍ରେ ଫସି ବହୁ ଯୁବକ ପ୍ରାଣ ହାରିଦେଉଛନ୍ତି। ଆଜି ପୁରୁଣା ଭୁବନେଶ୍ବର ଅଞ୍ଚଳରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି।
ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ସମ୍ପ୍ରତି ଅନ୍ଲାଇନ୍ ଗେମ୍!-->!-->!-->…
୧୭ ବର୍ଷ ପରେ ଗୋଟିଏ ଦଳରେ ଖେଳିବେ ଭାରତ-ପାକିସ୍ତାନର ଖେଳାଳି, ପୁଣି ଆରମ୍ଭ ହେବ ଏହି ଟୁର୍ନାମେଣ୍ଟ !
ଆଫ୍ରୋ-ଏସିଆ କପରେ ଏସିଆ ଏକାଦଶ ଏବଂ ଆଫ୍ରିକା ଏକାଦଶ ଦଳ ମୁହାଁମୁହିଁ ହୋଇଥାନ୍ତି। ଏହି ଟୁର୍ନାମେଣ୍ଟରେ ଭାରତୀୟ ଏବଂ ପାକିସ୍ତାନୀ ଖେଳାଳିମାନେ ଏକାଠି ଖେଳୁଥିବା ଦେଖିବାକୁ ମିଳିବ, ଯେଉଁମାନଙ୍କ ମଧ୍ୟରେ ଗତ ଦେଢ଼ ଦଶନ୍ଧି ମଧ୍ୟରେ କୌଣସି ଦ୍ୱିପାକ୍ଷିକ ସିରିଜ୍ ଖେଳାଯାଇ ନାହିଁ
!-->!-->!-->…
ଫେବୃୟାରୀ ୯ରେ ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ, ଟିକେଟ ମୂଲ୍ୟ ୮୦୦ରୁ ଆରମ୍ଭ
କଟକ,୦୩-୧୧-୨୦୨୪(ପିପିଏସ ) : ଆଗାମୀ ଫେବୃୟାରୀ ୯ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ। ଏଥିପାଇଁ ଟିକେଟ ମୂଲ୍ୟ ନିର୍ଦ୍ଧାରଣ କରିଛି ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ)। ଟିକେଟ ମୂଲ୍ୟ ସର୍ବନିମ୍ନ ୮୦୦ ଟଙ୍କାରୁ ଆରମ୍ଭ ହୋଇ ୨୦ ହଜାର ପର୍ଯ୍ୟନ୍ତ!-->…
ବାରବାଟୀରେ ରଣଜୀ ଟ୍ରଫି : ୫ ୱିକେଟ ଅକ୍ତିଆର କଲେ ସୁମିତ ଶର୍ମା
ତ୍ରିପୁରା ବିପକ୍ଷରେ ଗୋଟିଏ ବି ବଲ୍ ଖେଳିପାରି ନଥିବା ଓଡ଼ିଶା ସୁବିଧାରେ ୧ ପଏଣ୍ଟ ପାଇ ଖାତା ଖୋଲିଥିଲା।
ବାରବାଟୀ ଷ୍ଟାଡିୟମ୍ରେ ଜମ୍ମୁ କାଶ୍ମୀର ବିପକ୍ଷରେ ଅସଲ ପରୀକ୍ଷାର ସମ୍ମୁଖୀନ ହେବ ଗୋବିନ୍ଦ ପୋଦ୍ଦାରଙ୍କ ଦଳ।
କଟକ,୧୮-୧୦-୨୦୨୪(ପିପିଏସ) : ବାରବାଟୀ ଲଢେଇ। ରଣଜୀ!-->!-->!-->!-->!-->!-->!-->…