Sign in
Sign in
Recover your password.
A password will be e-mailed to you.
Browsing Category
ଖେଳ
ବେଙ୍ଗାଲୁରୁ ଟେଷ୍ଟ : ଭାରତର ଲଜ୍ଜାଜନକ ବ୍ୟାଟିଂ ପରେ ଦୃଢ ସ୍ଥିତିରେ ନ୍ୟୁଜିଲାଣ୍ଡ
ବେଙ୍ଗାଲୁରୁର ଏମ.ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଥିବା ପ୍ରଥମ ଟେଷ୍ଟର ଦ୍ବିତୀୟ ଦିନରେ ନ୍ୟୁଜିଲାଣ୍ଡ ନିଜର ସ୍ଥିତି ମଝବୁତ କରିଛି ।
ଭାରତକୁ ମାତ୍ର ୪୬ ରନରେ ଅଲଆଉଟ କରିବା ପରେ ନ୍ୟୁଜିଲାଣ୍ଡ ୩ ଓ୍ବିକେଟ ହରାଇ ୧୮୦ ରନ କରିଛି ଓ ୧୪୩ ରନରେ ଆଗୁଆ ହୋଇପାରିଛି ।
!-->!-->!-->!-->!-->!-->!-->…
ରାଜ୍ୟ କନିଷ୍ଠ ବ୍ୟାଡ୍ମିଣ୍ଟନ୍: ଦିବ୍ୟମ୍, ସ୍ବିଟିପ୍ରିୟାଙ୍କୁ ଦ୍ବିମୁକୁଟ
ସ୍ଥାନୀୟ ପୋଖରୀପୁଟସ୍ଥିତ ମଲ୍ଟିପର୍ପୋଜ୍ ଇନ୍ଡୋର୍ ଷ୍ଟାଡିୟମ୍ରେ ନିଖିଳ ଓଡ଼ିଶା କନିଷ୍ଠ (୧୯ ବର୍ଷରୁ କମ୍) ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ବଲାଙ୍ଗୀରର ଦିବ୍ୟମ କେଜ୍ରୀୱାଲ ଓ ସ୍ବିଟିପ୍ରିୟା ପ୍ରଧାନ ଦୁଇଟି ଲେଖାଏଁ ବର୍ଗରେ ବିଜେତା ହୋଇ ଦ୍ବିମୁକଟ ହାସଲ!-->!-->!-->…
ରାଜ୍ୟଗୋଷ୍ଠୀ ପାୱାରଲିଫ୍ଟିଂ ଚାମ୍ପିଅନସିପରେ ଚମକିଲେ ଓଡ଼ିଆ ପୁଅ ରାହିତ
କୋରାପୁଟ/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, କୋରାପୁଟର ଗଣିତ ବିଭାଗର ପ୍ରଥମ ବର୍ଷର ଛାତ୍ର ରୋହିତ ପାତ୍ର ଦକ୍ଷିଣ ଆଫ୍ରିକାର ସନ୍ ସିଟିରେ ଅନୁଷ୍ଠିତ ରାଜ୍ୟଗୋଷ୍ଠୀ ପାୱାରଲିଫ୍ଟିଂ ଚାମ୍ପିଅନସିପରେ ୧୨୦ କିଲୋଗ୍ରାମ+ ସବ୍ ଜୁନିୟର ବର୍ଗରେ ଡେଡ!-->…
ପ୍ରତ୍ୟାଶା ରାୟ ପାଇବେ ୩୨ତମ ଏକଲବ୍ୟ ପୁରସ୍କାର ବିଜେତା
ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ଓଡ଼ିଶାର କ୍ରୀଡ଼ାରେ ଏକ ଅନନ୍ୟ କୃତିତ୍ୱ ପାଇଁ, ଆର୍ନ୍ତଜାତୀୟ ଖ୍ୟାତି ସମ୍ପନ୍ନ ସନ୍ତରଣକାରୀ ପ୍ରତ୍ୟାଶା ରାୟ ୨୦୨୪ ମସିହାର ସମ୍ମାଜନକ ଏକଲବ୍ୟ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଆଜି ଅନୁଷ୍ଠିତ ଏକଲବ୍ୟ ପୁରସ୍କାର ଜୁରୀ କମିଟି ବୈଠକରେ!-->…
ମୁଖ୍ୟମନ୍ତ୍ରୀଙ୍କ ସହ ଓସ୍ଜା ପ୍ରତିନିଧିଙ୍କ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା
ଓଡ଼ିଶାରେ କାର୍ଯ୍ୟରତ କ୍ରୀଡ଼ା ସାମ୍ବାଦିକଙ୍କୁ ନେଇ ଗଠିତ ରାଜ୍ୟ ସଂଘ ଓସ୍ଜା (ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ)ର ଏକ ପ୍ରତିନିଧି ମଣ୍ଡଳି ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଶୁଭେଚ୍ଛା ଜଣାଇବା ସହ ବିଭିନ୍ନ ଦାବି ବିଷୟରେ ଆଲୋଚନା କରିଛନ୍ତି।
!-->!-->!-->!-->!-->…
୨-୧ ଗୋଲ୍ରେ ପାକିସ୍ତାନକୁ ପରାଜିତ କଲା ଭାରତ
ବେଜିଂ/ଭୁବନେଶ୍ୱର ୧୪-୦୯-୨୦୨୪(ପିପିଏସ): ଏସିଆନ ହକି ଚାମ୍ପିଅନ୍ସ ଟ୍ରଫିରେ ଶନିବାର ପାକିସ୍ତାନକୁ ୨-୧ ରେ ପରାସ୍ତ କରି ଭାରତୀୟ ହକି ଦଳ କ୍ରମାଗତ ପଞ୍ଚମ ବିଜୟ ପଞ୍ଜିକରଣ କରିଛି। କ୍ୟାପଟେନ ହରମନପ୍ରୀତ ସିଂ ଭାରତ ପାଇଁ ଉଭୟ ଗୋଲ ସ୍କୋର କରିଛନ୍ତି। ପାକିସ୍ତାନ ପାଇଁ ଏକମାତ୍ର ଗୋଲ!-->…
ଏସିଆନ ଚାମ୍ପିୟନ୍ସ ଟ୍ରଫି : କୋରିଆକୁ ହରାଇ ଅପରାଜେୟ ରହିଛି ଭାରତୀୟ ହକି ଟିମ
ନୂଆଦିଲ୍ଲୀ/ଭୁବନେଶ୍ୱର,୧୨-୦୯-୨୦୨୪ (ପିପିଏସ) : ଚାଇନାରେ ଚାଲିଥିବା ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ଭାରତୀୟ ହକି ଟିମ ଏପର୍ଯ୍ୟନ୍ତ ଅପରାଜେୟ ରହିଛି । ଟୁର୍ଣ୍ଣାମେଣ୍ଟରେ ଆରମ୍ଭରୁ ଅପରାଜେୟ ଥିବା ଭାରତ ଆଜି ୪ର୍ଥ ମୁକାବିଲାରେ କୋରିଆକୁ ୩-୧ ଗୋଲରେ ମାତ ଦେଇଛି। ବୁଧବାର କ୍ରମାଗତ!-->…
ସ୍ବର୍ଣ୍ଣ ଜିତିଲେ ଇନକମ ଟ୍ୟାକ୍ସ ଇନ୍ସପେକ୍ଟର
ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ପ୍ୟାରିସ ପାରା ଅଲିମ୍ପିକ୍ସ ୨୦୨୪ରେ ଭାରତୀୟ ଖେଳାଳିଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ଭାରତ ଏ ପର୍ଯ୍ୟନ୍ତ ୭ ସ୍ଵର୍ଣ୍ଣ, ୯ ରୌପ୍ୟ ଓ ୧୩ କାଂସ୍ୟ ପଦକ ଜିତି ସାରିଛି। ଅର୍ଥାତ ପାରାଅଲିମ୍ପିକ୍ସ ୨୦୨୪ରେ ଭାରତର ପଦକ ସଂଖ୍ୟା ୨୯କୁ!-->!-->!-->…
ଏସିଆନ ଚାମ୍ପିୟନ୍ସ ଟ୍ରଫି : ଭାରତୀୟ ହକି ଟିମର କ୍ରମାଗତ ଦ୍ୱିତୀୟ ବିଜୟ
ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ଭାରତୀୟ ହକି ଟିମର ବିଜୟ ଧାରା ଜାରି ରହିଛି । ପ୍ରଥମ ମ୍ୟାଚ୍ରେ ଚାଇନାକୁ ମାତ ଦେଇଥିବା ହକି ଟିମ ଆଜି ଜାପାନକୁ ଏକତରଫା ଭାବେ ୫-୧ ଗୋଲରେ ହରାଇଛି । ଆଜିର ମ୍ୟାଚ୍ରେ ଭାରତୀୟ ହକି ଟିମ ଆରମ୍ଭରୁ ହିଁ ନିଜ!-->…
ସ୍ବତନ୍ତ୍ର ଅଲିମ୍ପିକ୍ସ ଜାତୀୟ ବୋଲିଂ: ଓଡ଼ିଶାକୁ ସ୍ବର୍ଣ୍ଣ ଓ କାଂସ୍ୟ
ଭୁବନେଶ୍ବର/୦୮-୦୯-୨୦୨୪(ପିପିଏସ): ନୂଆଦିଲ୍ଲୀର ରୁବ୍ ମଲ୍ଲ ଜୋରେକୋରେ ଅନୁଷ୍ଠିତ ସ୍ବତନ୍ତ୍ର ଅଲିମ୍ପିକ୍ସ ଖେଳାଳିଙ୍କ ପ୍ରଥମ ଜାତୀୟ ବୋଲିଂ ପ୍ରତିଯୋଗିତାରେ ଓଡ଼ିଶାକୁ ଗୋଟିଏ ଲେଖାଏଁ ସ୍ବର୍ଣ୍ଣ ଓ କାଂସ୍ୟ ପଦକ ମିଳିଛି। ଅସୀମା ଐଶ୍ବର୍ଯ୍ୟା ଓ ସଂଗୀତା ନାୟକଙ୍କୁ ନେଇ ଗଠିତ ଓଡ଼ିଶା!-->!-->!-->…